ବିଜେଡି ପ୍ରତିଷ୍ଠା ଦିବସରେ ଶ୍ରେଷ୍ଠ ଓଡ଼ିଶା ଗଠନ ଆହ୍ୱାନ ଦେଲେ ସୁପ୍ରିମୋ

0

ଭୁବନେଶ୍ୱର: ଆଜି ବିଜେଡି ପାଳୁଛି ୨୪ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଦଳୀୟ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଆହ୍ୱାନ ଦେଇଛନ୍ତି ନବୀନ । ସେ ଲେଖିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଆଶୀର୍ବାଦ ଓ ଉତ୍ସର୍ଗୀକୃତ କାର୍ୟ୍ୟ ପାଇଁ ବିଜେଡି ଲୋକଙ୍କ ଦଳ ସାଜିଛି । ଏହି ସଂପର୍କ ଅତୁଟ ରଖିବା ଲାଗି ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି ।

 

Leave A Reply

Your email address will not be published.