ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍

0

ବଲାଙ୍ଗିର: ଓଲଟିଲା ପିକଅପ ଗାଡି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତ ହୋଇଛନ୍ତି ୬ ଜଣ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶ୍ରମିକମାନକୁ ନେଇ ଯାଉଥିବା ବେଳେ ପିକଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ବଙ୍ଗୋମୁଣ୍ଡା ପୋଲିସ ଓ ୧୦୮ ଆମ୍ବୁଲାନ୍ସ ଗୁରୁତରଙ୍କୁ ନେଇ କଣ୍ଟାବାଞ୍ଜି ଡାକ୍ତରଖାନା ଭର୍ତ୍ତି କରିଛନ୍ତି ।

Leave A Reply

Your email address will not be published.