ଦେଶରେ ଦିଆଗଲା ୧୦ କୋଟି ବୁଷ୍ଟର ଡୋଜ୍; କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଦେଲେ ସୂଚନା

0

ଭୁବନେଶ୍ୱର: ଭାରତରେ ୧୦ କୋଟି ବୁଷ୍ଟର ଡୋଜ୍ ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଏହି ସୂଚନା ଦେଇଛନ୍ତି । ଶୁକ୍ରବାର ଅପରାହ୍ନରେ ମନ୍ତ୍ରୀ ମାଣ୍ଡଭିୟ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।

 

ଏହା ସହିତ ଆହୁରି ୧୦ କୋଟି ଲୋକଙ୍କୁ ଅତିରିକ୍ତ ସୁରକ୍ଷା ତଥା ବୁଷ୍ଟର ଡୋଜ ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି । ‘ଆଜାଦୀ କା ଅମୃତ ମହୋତ୍ସବ’ ଜରିଆରେ ଦେଶର ସମସ୍ତ ବୟସ୍କ ନାଗରିକଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

 

 

Leave A Reply

Your email address will not be published.