ଭାରତ ମୁହାଁ ଶ୍ରୀଲଙ୍କା ଶରଣାର୍ଥୀ; ତାମିଲନାଡୁ ଶିବିରରେ ଆଶ୍ରୟ ନେଇଛନ୍ତି ଶତାଧିକ

0

ରାମେଶ୍ୱରମ: ଶ୍ରୀଲଙ୍କାର ସଂକଟ ପରିସ୍ଥିତି ପାଇଁ ଦେଶ ଛାଡ଼ି ପଳାୟନ କଲେଣି ଦେଶବାସୀ । ତାମିଲନାଡୁରେ ଶତାଧିକ ଶରଣାର୍ଥୀ ଆସି ଆଶ୍ରୟ ନେଇଛନ୍ତି । ମଙ୍ଗଳବାର ଆଠ ଜଣ ଶ୍ରୀଲଙ୍କା ନାଗରିକ ଜଳପଥରେ ଆସି ଭାରତ ଉପକୂଳରେ ପହଞ୍ଚିଛନ୍ତି । ଜଳପଥରେ ଡଙ୍ଗା ନେଇ ଅସୁରକ୍ଷିତ ଭାବେ ଆସୁଥିବା ବେଳେ ତାଙ୍କୁ କିଛି ଭାରତୀୟ ମତ୍ସ୍ୟଜୀବୀ ଦେଖିଥିଲେ ।

 

ଅରିଚଲମୁନାଇ ନିକଟରେ ସେମାନେ ଅଟକିଥିବା ବେଳେ ସ୍ଥାନୀୟ ମତ୍ସ୍ୟଜୀବୀ ମେରାଇନ ପୋଲିସକୁ ଖବର ଦେଇ ସେମାନଙ୍କୁ ଉଦ୍ଧାର କରିଥିଲେ ।

Leave A Reply

Your email address will not be published.