ରାଜଧାନୀରେ ଗଡ଼ିବ ମୋ ବସ

0

ଭୁବନେଶ୍ୱର : ଦୀର୍ଘଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରରେ ଗଡ଼ିବ ମୋ ବସ । ଆସନ୍ତା କାଲି ଠାରୁ ବସ ଗଡ଼ିବାନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ଆଠଟି ରୁଟ୍‌ରେ ବସ ଚଳାଚଳ କରିବ ବୋଲି କ୍ରୁଟ୍ ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ରୁଟ୍‌ଗୁଡିକ ହେଉଛି ୧୧, ୧୬,୧୮, ୨୦,୨୩, ୨୫, ୨୭ ଓ ୩୩ ନମ୍ବର । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ବସ୍ ଚଳାଚଳ କରିବ । ସପ୍ତାହ ଶେଷ ଦୁଇ ଦିନ ସଟ୍‌ଡାଉନ ରହୁଥିବାରୁ ଗାଡି ଚଳାଚଳ କରିବ ନାହିଁ ବୋଲି ସୂଚନା ଦିଆଯାଇଛି ।

Leave A Reply

Your email address will not be published.