Browsing Category

ଅପରାଧ

ଭଦ୍ରକରୁ ୫୧୦ ଗ୍ରାମର ବ୍ରାଉନସୁଗାର ଜବତ

ଭଦ୍ରକ : ବାଇକରେ ଆସୁଥିଲା ବ୍ରାଉନ ସୁଗାର । ଖବରପାଇ ଚଢ଼ାଉ କଲା ପୋଲିସ । ଜଳେଶ୍ବରରୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଏରେଇଁ ଅଞ୍ଚଳର ଜଣେ ଯୁବକ…
Read More...

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି ।…
Read More...

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌…
Read More...

ଯୁବକଙ୍କୁ ପିଟିପିଟି ହତ୍ୟା, ଟଙ୍କା ଓ ମୋବାଇଲ୍ ଲୁଟ୍

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ବଡ଼ଭୂଇଁ ଗ୍ରାମର ସୁଜିତ ସାହାଣୀ ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ସହ ୩୦ ହଜାର ଟଙ୍କା ଓ ମୋବାଇଲ୍ ଲୁଟ୍ ହୋଇଛି। ତେବେ ହତ୍ୟାକାରୀଙ୍କ ସମ୍ପର୍କରେ କିଛି…
Read More...

କନ୍ଧମାଳ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା କୁମ୍ଭହାରୁ ନିକଟ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୁଲିସ ଗୁଳିର ସାମ୍ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। କନ୍ଧମାଳ…
Read More...

ନୟାଗଡ଼ରେ ଲଜ୍ଜା, ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା

ନୟାଗଡ଼ : ନୟାଗଡ଼ରେ ଲଜ୍ଜା । ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ କରାଯାଇଛି ହତ୍ୟା । ନୟାଗଡ଼ ବାଣିଗୋଛା ଥାନା ଅଞ୍ଚଳରେ ଶିଶୁ କନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ନୟାଗଡ଼ ଏସପି ସିଦ୍ଧାର୍ଥ…
Read More...

ଆଇଏଫଏସ ଅଭୟ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍

ଭୁବନେଶ୍ବର : ଜେଲରୁ ବାହାରିବେ ଆଇଏଫଏସ ଅଭୟ ପାଠକ । ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ବୈଦ୍ୟନାଥପୁର ଥାନା ମାମଲାରେ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ୨ ଲକ୍ଷ ଟଙ୍କାର ୨…
Read More...

ବେଆଇନ ମଦ ବିକ୍ରିକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବିରୋଧ

ସୋନପୁର: କେଉଁ ଏକ ନିର୍ଦ୍ଧିଷ୍ଟ ଜିଲ୍ଲାରେ ନୁହେଁ ସାରା ରାଜ୍ୟରେ ଚାଲିଛି ବେଆଇନ ମଦ ବିକ୍ରି । ତେବେ ସୋନପୁର ଜିଲ୍ଲାରେ ଏ ନେଇ ଉଠିଛି ବିରୋଧର ସ୍ୱର । ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର…
Read More...

ପୁରୀରେ ପୋଲିସର ଚଢ଼ାଉ, ୩୦ ବୋତଲ କଫ୍ ସିରପ ଜବତ

ପୁରୀ : ନିଶା ବେପାରୀଙ୍କ ବିରୋଧରେ ପୁରୀ ପୋଲିସର ସ୍ପେଶାଲ ଡ୍ରାଇଭ୍ । ଚଢ଼ାଉ ବେଳେ ଜବତ ହୋଇଛି ବିପୁଳ ପରିମାଣର କଫ୍ ସିରପ । ବେଆଇନ ଭାବେ କଫ୍ ସିରପ କାରବାର ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…
Read More...

ନକଲି ଔଷଧ କାରବାରର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ନକଲି ଔଷଧ କାରବାରର କ୍ରାଇମବ୍ରାଞ୍ଚ କରିବ ତଦନ୍ତ । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ ହେବା ପରେ…
Read More...