ଆଇପିଏଲ ୨୦୨୨: ୭ଟି ଟିମ ଷ୍ଟାର ଖେଳାଳିଙ୍କୁ ବଜାୟ ରଖିଲେ !

0

ମୁମ୍ବାଇ: ଆଇପିଏଲ ୨୦୨୨ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । କ୍ରିକଇନଫୋରେ ପ୍ରକାଶିତ ଖବର ଅନୁସାରେ ୭ଟି ଟିମ ସେମାନଙ୍କ ଷ୍ଟାର ଖେଳାଳିଙ୍କୁ ବଜାୟ ରଖିଛନ୍ତି । ତେବେ ଏଥିନେଇ ସେମାନେ ବିଧିବଦ୍ଧ କୌଣସି ଘୋଷଣା କରି ନାହାନ୍ତି ।

ଚେନ୍ନାଇ ସୁପର କିଙ୍ଗସ: ରବୀନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନୀ, ଋତୁରାଜ ଗାଏକ୍ୱାଡ, ମୋଇନ ଅଲୀ ।

କୋଲକାତା ନାଇଟ ରାଇଡର୍ସ: ସୁନୀଲ ନାରିନ, ଆନ୍ଦ୍ରେ ରସେଲ, ବରୁଣ ଚକ୍ରବର୍ତି, ଭେଙ୍କେଟେଶ ଆୟାର ।

ସନରାଇଜର୍ସ ହାଇଦ୍ରାବାଦ: କେନ ୱିଲିୟମସନ ।

ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ ଶର୍ମା, ଯଶପ୍ରୀତ ବୁମରାହ ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ ।

ଦିଲ୍ଲୀ କ୍ୟାପିଟାଲ୍ସ: ଋଷଭ ପନ୍ତ, ପୃଥ୍ୱୀ ଶ, ଅକ୍ଷର ପଟେଲ, ଏନରିକ ନୋର୍ତ୍ୟା ।

ରାଜସ୍ଥାନ ରୟାଲ୍ସ: ସଞ୍ଜୁ ସାମସନ ।

Leave A Reply

Your email address will not be published.