ରାଜଧାନୀରେ ପୁଣି ୧୧୮ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ୱର : ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ କାୟା ମେଲାଇ ଚାଲୁଛି । ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଛି । ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରେ ୬୯ଜଣ ଥିବା ବେଳେ ୪୯ ଜଣ ସ୍ଥାନୀୟ ଲୋକ ଅଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରର ୧୬୯୧ ଆରୋଗ୍ୟ ଲାଭ କରିଛନ୍ତି । କରୋନାରେ ଏଯାଏଁ ଭୁବନେଶ୍ୱରରେ ୧୮ ଜଣ ପ୍ରାଣ ହରାଇଥିବା ବେଳେ ୧୨୬୮ଟି ସକ୍ରିୟ କେସ୍ ରହିଛି ।

Leave A Reply

Your email address will not be published.