ରାଜ୍ୟବାସୀଙ୍କୁ ଦଶହରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଆଜି ଦଶହରା । ସାରା ରାଜ୍ୟରେ ପାଳିତ ହେଉଛି ବିଜୟା ଦଶମୀ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଦଶହରାର ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ବିଜୟା ଦଶମୀ ଓ ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଦେବୀ ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଧ ଓ ସମୃଦ୍ଧିମୟ ହେଉ ବୋଲି ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.