ରାଜ୍ୟବାସୀଙ୍କୁ ଗଣେଶ ଚତୁର୍ଥୀର ଶୁଭେଚ୍ଛା ଦେଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର(୩୧।୮): ଆଜି ପବିତ୍ର ଗଣେଶ ଚତୁର୍ଥୀ। ଦୁଇ ବର୍ଷ କରୋନା କଟକଣା ପରେ ଭକ୍ତଙ୍କ ଗହଣରେ ଆଜି ପ୍ରଭୁ ଶ୍ରୀ ଗଣେଶ ପୂଜା ପାଉଛନ୍ତି। ଆଜି ପ୍ରଭୁ ବିଘ୍ନବିନାଶକଙ୍କ ପ୍ରତ୍ୟେକ ସ୍କୁଲ, କଲେଜ ଠାରୁ ଆରମ୍ବ କରି ବଜାର ଆଦିରେ ପୂଜା କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।

ସେ କହିଛନ୍ତି,‘ପବିତ୍ର ଗଣେଶ ଚତୁର୍ଥୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ସିଦ୍ଧିବିନାୟକ ପ୍ରଭୁ ଶ୍ରୀ ଗଣେଶଙ୍କ ଅପାର କରୁଣାରୁ ପ୍ରତ୍ୟକଟି ଜୀବନ ସୁଖ ଓ ମଙ୍ଗଳମୟ ହେଉ।

Leave A Reply

Your email address will not be published.