ଏହି ରାଜ୍ୟରେ ଜୁନ୍ ୧୪ ଯାଏ ବଢିଲା ଲକଡାଉନ୍‌

0

ବେଙ୍ଗାଲୁରୁ: କର୍ଣ୍ଣାଟକରେ ପୁଣି ବଢିଲା ଲକ୍‌ଡାଉନ୍। ପୂର୍ବରୁ ଜାରି ରହିଥିବା ଲକ୍‌ଡାଉନ୍‌ ଅବଧିକୁ କର୍ଣ୍ଣାଟକ ସରକାର ଜୁନ୍‌ ୧୪ ଯାଏ ବୃଦ୍ଧି କରିଥିବା ସୂତ୍ରରୁ ପ୍ରକାଶ।

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଡିୟୁରପ୍ପା କହିଛନ୍ତି ଯେ ରାଜ୍ୟରେ କରୋନାଭାଇରସ୍ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ ଏବଂ ଗ୍ରାମାଞ୍ଚଳରେ କରୋନା ମାମଲା ଅଧିକ ରହିଛି। କର୍ଣ୍ଣାଟକ ସରକାର ଏହାପୂର୍ବରୁ ମେ ୨୭ ରୁ ଜୁନ୍ ୭ ପର୍ଯ୍ୟନ୍ତ ଦୁଇ ସପ୍ତାହ ଯାଏ ରାଜ୍ୟବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଥିଲେ।

Leave A Reply

Your email address will not be published.